#Cholera #Diarrhoea #OdiaHealthTips
ବ୍ୟାପୁଛି କଲେରା ବା ହଇଜା। ଏହା ଏକ ଜଳବାହିତ ରୋଗ। ଏହା ଯୋଗୁଁ ଲୋକଙ୍କଠାରେ ପତଳା ଝାଡ଼ା, ବାନ୍ତି ଭଳି ଲକ୍ଷଣ ଦେଖାଦେଉଛି। ସଠିକ୍ ସମୟରେ ଏହାର ଚିକିତ୍ସା କରାନଗଲେ ପରିସ୍ଥିତି ସାଙ୍ଘାତିକ ହୋଇପାରେ। ଆସନ୍ତୁ, ବରିଷ୍ଠ ଭେଷଜ ରୋଗ ବିଶେଷଜ୍ଞ ପ୍ରଫେସର ଡାକ୍ତର ଶ୍ରୀକାନ୍ତ କୁମାର ଧରଙ୍କଠାରୁ ଜାଣିବା କଲେରାର ପ୍ରାଥମିକ ଚିକିତ୍ସା ଏବଂ ଏଥିରୁ ସୁରକ୍ଷିତ କିପରି ରହିବା।
ଏହି ଭିଡିଓରେ ରହିଛି,
କଲେରା ବା ହଇଜା କେମିତି ବ୍ୟାପେ? (0:00)
କଲେରା ହେବାର କାରଣ କ’ଣ? (1:45)
କଲେରା ହେଲେ ଶରୀରରେ କ’ଣ ଲକ୍ଷଣ ଦେଖାଦିଏ? (3:42)
ସମୟରେ ଚିକିତ୍ସା ନହେଲେ କ’ଣ ସମସ୍ୟା ହୋଇପାରେ? (4:28)
କଲେରାର ଚିକିତ୍ସା କେମିତି ହୁଏ? (5:07)
କଲେରାରୁ କେମିତି ରହିବେ ସୁରକ୍ଷିତ? (7:16)
Cholera is a bacterial infection leading to severe diarrhoea and dehydration. It spreads through contaminated water or food, especially in areas with poor sanitation and unsafe drinking water. What are the symptoms of Cholera? How to prevent Cholera? Let’s learn more from Prof Dr Srikant Kumar Dhar, a Medicine Specialist.
In this Video,
How does Cholera spread? in Odia (0:00)
Causes of Cholera, in Odia (1:45)
Symptoms of Cholera, in Odia (3:42)
Complications of Cholera, in Odia (4:28)
Treatment of Cholera, in Odia (5:07)
Prevention of Cholera, in Odia (7:16)
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: https://www.facebook.com/SwasthyaPlusOdia.
For feedback and business inquiries, contact Swasthya Plus Odia at hello@swasthyaplus.com
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!