ଯାଆଁଳା ଶିଶୁଙ୍କ ଯତ୍ନ ପାଇଁ ସ୍ୱତନ୍ତ୍ର ଧ୍ୟାନ ଆବଶ୍ୟକ। ଉଭୟଙ୍କୁ ସମାନ ସ୍ତନ୍ୟପାନ ଓ ସମୟ ଦେବା ସହ ସୁସ୍ଥତା ପାଇଁ ନିୟମିତ ଡାକ୍ତରୀ ପରୀକ୍ଷା କରାଇବା ଜରୁରୀ। ଆସନ୍ତୁ, ବିଶିଷ୍ଟ ଶିଶୁ ରୋଗ ବିଶେଷଜ୍ଞ ଡାକ୍ତର ଜାନକି ବହ୍ଲବ ପ୍ରଧାନଙ୍କଠାରୁ ଜାଣିବା ଯାଆଁଳା ଶିଶୁଙ୍କ ଯତ୍ନ କିପରି ନେବେ?
ଏହି ଭିଡିଓରେ ରହିଛି,
ଯାଆଁଳା ଶିଶୁଙ୍କ ଯତ୍ନ କିପରି ନେବେ? (0:00)
ଯାଆଁଳା ଶିଶୁଙ୍କର ସମାନ ସମୟରେ ସ୍ୱାସ୍ଥ୍ୟ ଖରାପ ହୁଏ କି? (4:28)
ମା’ମାନେ ନିଜ ଡାଏଟ୍ ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ (4:58)
Twin pregnancies occur when there are two fetuses in your uterus at one time. Caring for twins is not just about managing two babies at the same time it is about learning to balance attention, energy, and emotions while responding to each child’s unique needs. How to take care of the Twins? Let’s learn more from Dr Janaki Ballava Pradhan, a Paediatrician.
In this Video,
How to take care of the Twins? in Odia (0:00)
Are Twins more likely to fall sick together? in Odia (4:28)
What should mothers eat to keep their Twins healthy? in Odia (4:58)
#TwinsCare #NewbornsCare #OdiaHealthTips
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: https://www.facebook.com/SwasthyaPlusOdia.
For feedback and business inquiries, contact Swasthya Plus Odia at hello@swasthyaplus.com
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!

