ଆଜିକାଲି ଗ୍ୟାସ୍ ସମସ୍ୟାକୁ ନେଇ ସମସ୍ତେ ଚିନ୍ତିତଃ। ଖାଦ୍ୟପେୟରେ ଅନିୟମିତତା, ମାନସିକ ଚାପ, ଶାରୀରିକ ପରିଶ୍ରମର ଅଭାବ, ତେଲ ଛଣାଛଣି ଖାଦ୍ୟ ଖାଇବା ଯୋଗୁଁ ଗ୍ୟାସ୍ ସମସ୍ୟା ହେଉଛି। ଗ୍ୟାସ୍ ସମସ୍ୟାରୁ କିପରି ପାଇବେ ମୁକ୍ତି? ଆସନ୍ତୁ, ଡାଏଟିସିଆନ୍ ସୁଶ୍ରୀ ତପସ୍ୱିନୀ ଦାସଙ୍କଠାରୁ ଅଧିକ ଜାଣିବା।
ଏହି ଭିଡିଓରେ ରହିଛି,
ଗ୍ୟାସ୍ ରୋଗୀ – କ’ଣ ଖାଇବେ, କ’ଣ ନାହିଁ?
Gas has become a widespread digestive issue that affects people of all ages & disrupts daily comfort. The growing number of cases is largely linked to unhealthy lifestyle patterns such as inconsistent meal timings, high stress levels, minimal physical movement & frequent intake of fried, fatty & processed foods. How to get relief from Gas? Let’s learn more from Sushree Tapaswini Das, a Dietician.
In this Video,
What to eat & avoid with Gas? in Odia
#GasDiet #GasRelief #OdiaHealthTips
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors – please message Swasthya Plus on Facebook: https://www.facebook.com/SwasthyaPlusOdia.
For feedback and business inquiries, contact Swasthya Plus Odia at hello@swasthyaplus.com
Swasthya Plus Odia, Odisha’s leading destination for Health Tips in Odia language on health, hygiene, nutrition, lifestyle, and more!

