ପିରିୟଡ୍‌ସ ସମୟରେ ରହନ୍ତୁ ପରିଷ୍କାର

0
https://www.youtube.com/watch?v=u85dpjJULNU&t=597s ପିରିୟଡ୍‌ସ ବେଳେ କେମିତି ସ୍ୱଚ୍ଛତା ଓ ପରିଚ୍ଛନ୍ନତା ବଜାୟ ରଖିବେ? ବିଶିଷ୍ଟ ସ୍ତ୍ରୀ ଓ ପ୍ରସୂତୀ ରୋଗ ବିଶେଷଜ୍ଞ ଡାକ୍ତର ଲିପିକା ମହାରଣା ଏନେଇ କ’ଣ କହୁଛନ୍ତି ଆସନ୍ତୁ ଜାଣିବା। ଋତୁସ୍ରାବ ଏକ ପ୍ରାକୃତିକ ପ୍ରକ୍ରିୟା। ପିରିୟଡ୍‌ସ ବା ଋତୁସ୍ରାବ ବେଳେ ସଫାସୁତରା ରହିବା ନିହାତି ଦରକାର। ନଚେତ...
error: Content is protected !!