Short

ଫ୍ୟାଟି ଲିଭରକୁ କେମିତି ରୋକିବେ? | Dr Sushant Kumar Sethi | #Shorts

Dr Sushant Kumar Sethi4 September 20220:575.0K viewsOdia

About this short

ଲିଭର ବା ଯକୃତ ଆମ ଶରୀରର ଏକ ଅବିଚ୍ଛେଦ ଅଙ୍ଗ। ଖାଦ୍ୟ ହଜମ ହେବାଠାରୁ ଆରମ୍ଭ କରି ଖାଦ୍ୟରେ ଥିବା ବିଶାକ୍ତ ପଦାର୍ଥକୁ ବିଶୁଦ୍ଧ କରିବା, ଲିଭରର ମୁଖ୍ୟ କାର୍ଯ୍ୟ। କୌଣସି କାରଣରୁ ଯକୃତର କୋଷଗୁଡ଼ିକରେ ଚର୍ବି ଜମାଟ ବାନ୍ଧିଲେ, ଏହା ସଠିକ୍ ଭାବେ କାର୍ଯ୍ୟ କରିପାରେ ନାହିଁ। ଏହି ସମସ୍ୟା ବା ରୋଗକୁ ଫ୍ୟାଟି ଲିଭର ବୋଲି କୁହାଯାଏ। ଫ୍ୟାଟି ଲିଭରକୁ କେମିତି ରୋକିପାରିବା? ଏନେଇ ବିଶିଷ୍ଟ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜିଷ୍ଟ ଡାକ୍ତର ସୁଶାନ୍ତ କୁମାର ସେଠୀ କ’ଣ କହୁଛନ୍ତି ଆସନ୍ତୁ ଜାଣିବା। The liver is an integral part of our body. The main work of the liver is digestion and detoxification of food. For some reason, if the liver cells are clogged with fat, it may not work properly. This condition is called fatty liver. So what are the Causes of Fatty Liver? How to prevent this? Let's find out from Dr Sushant Kumar Sethi, a Gastroenterologist.