Short

ଡାଏବେଟିସ୍‌କୁ କଣ୍ଟ୍ରୋଲ କରିବା ପାଇଁ ବ୍ୟାୟାମ | Hari Prasad Patnaik | Diabetes 360

Swasthya Plus Network15 November 20220:304.0K viewsOdia

About this short

ଡାଏବେଟିସ୍ ବା ମଧୁମେହ ଆଜି ଏକ ବିଶ୍ୱ ସ୍ୱାସ୍ଥ୍ୟ ସମସ୍ୟା ଭାବେ ଉଭା ହୋଇଛି। ଘରେ ଘରେ ଡାଏବେଟିସ୍‌ ରୋଗୀ। ଏହି ରୋଗକୁ କେବଳ ଔଷଧ ଖାଇ ନିୟନ୍ତ୍ରଣ କରିବା ସମ୍ଭବପର ନୁହେଁ। ଏହାକୁ କାବୁ କରିବାର ସବୁଠାରୁ ବଡ଼ ଉପାୟ ହେଉଛି ସ୍ୱାସ୍ଥ୍ୟକର ଜୀବନଶୈଳୀକୁ ଆପଣେଇବା ଏବଂ ସମାଜରେ ବ୍ୟାପକ ସଚେତନତା ସୃଷ୍ଟି କରିବା। ସ୍ୱାସ୍ଥ୍ୟପ୍ଲସ୍ ଏବଂ ଓଡ଼ିଶାଲାଇଭର ସ୍ୱତନ୍ତ୍ର ମିଡିଆ କ୍ୟାମ୍ପେନ ‘ଡାଏବେଟିସ୍ ୩୬୦’।