Short
କୋଷ୍ଠକାଠିନ୍ୟ ଦୂର କରିବା ପାଇଁ ଟିପ୍ସ | How to Get Rid of Constipation? | Dr Rakesh Kumar Barik
About this short
କୋଷ୍ଠକାଠିନ୍ୟ ବା ଝାଡ଼ା ସଫା ନହେବା ଏକ ସାଧାରଣ ସମସ୍ୟା, ଯାହା ଅଧିକାଂଶ ବ୍ୟକ୍ତିଙ୍କଠାରେ ଦେଖିବାକୁ ମିଳୁଛି। ବିଶିଷ୍ଟ ପେଟ ଓ ଯକୃତ ରୋଗ ବିଶେଷଜ୍ଞ ଡାକ୍ତର ରାକେଶ କୁମାର ବାରିକଙ୍କଠାରୁ କୋଷ୍ଠକାଠିନ୍ୟ ସମସ୍ୟାରୁ କେମିତି ପାଇବେ ମୁକ୍ତି, ଜାଣନ୍ତୁ। କୋଷ୍ଠକାଠିନ୍ୟ ବା ଝାଡ଼ା ସଫା ନହେବା ଏକ ସାଧାରଣ ସମସ୍ୟା, ଯାହା ଅଧିକାଂଶ ବ୍ୟକ୍ତିଙ୍କଠାରେ ଦେଖିବାକୁ ମିଳୁଛି। ବିଶିଷ୍ଟ ପେଟ ଓ ଯକୃତ ରୋଗ ବିଶେଷଜ୍ଞ ଡାକ୍ତର ରାକେଶ କୁମାର ବାରିକଙ୍କଠାରୁ କୋଷ୍ଠକାଠିନ୍ୟ ସମସ୍ୟାରୁ କେମିତି ପାଇବେ ମୁକ୍ତି, ଜାଣନ୍ତୁ।