କୋଲେଷ୍ଟେରୋଲ: କେମିତି କମିବ? | Cholesterol Management in Odia | Prof Dr Srikant Kumar Dhar
About this video
ଅତ୍ୟଧିକ ଚର୍ବିଜାତୀୟ ତଥା ତେଲମସଲା ଖାଦ୍ୟ ଖାଇବା ଫଳରେ ଆମ ଶରୀରରେ କୋଲେଷ୍ଟେରୋଲj ମାତ୍ରା ବଢ଼ିଯାଇଥାଏ। ଯଦି ଶରୀରରେ କୋଲେଷ୍ଟ୍ରୋଲର ମାତ୍ରାକୁ ନିୟନ୍ତ୍ରଣ କରିବେ ନାହିଁ, ତେବେ ଏହା ଡାଏବେଟିସ୍, ଉଚ୍ଚ ରକ୍ତଚାପ ଭଳି ବିଭିନ୍ନ ଦୂରାରୋଗ୍ୟ ରୋଗ ସୃଷ୍ଟି କରିପାରେ। ତାହେଲେ ଶରୀରରେ କୋଲେଷ୍ଟେରୋଲର ମାତ୍ରାକୁ ନିୟନ୍ତ୍ରଣ କରିବେ କିପରି? ଏଥିପାଇଁ କ’ଣ ଖାଇବା ଦରକାର? ବିଶିଷ୍ଟ ଭେଷଜ ବିଶେଷଜ୍ଞ ପ୍ରଫେସର ଡାକ୍ତର ଶ୍ରୀକାନ୍ତ କୁମାର ଧର କ’ଣ କହୁଛନ୍ତି, ଆସନ୍ତୁ ଜାଣିବା।