କୋଭିଡ୍‌ରୁ ସୁସ୍ଥ ହେବା ପରେ କ’ଣ ଖାଇବେ? । The COVID Recovery Diet by Niharika Dash in Odia

Swasthya Plus Network27 May 202110:2151K views

About this video

କୋଭିଡ୍‌ ଭୂତାଣୁ ମଣିଷ ଶରୀରର ସମସ୍ତ ଅଙ୍ଗକୁ ପ୍ରଭାବିତ କରିଥାଏ। କୋଭିଡ୍‌ରୁ ସୁସ୍ଥ ହେବା ପରେ ବ୍ୟକ୍ତିର ଇମ୍ୟୁନ୍‌ ସିଷ୍ଟମ୍‌ ଦୁର୍ବଳ ହୋଇପଡ଼ିଥାଏ। ପୁଣି ଥରେ ରୋଗ ପ୍ରତିରୋଧକ ଶକ୍ତିକୁ ମଜଭୁତ କରିବାକୁ ହେଲେ ନିଜ ଜୀବନଶୈଳୀରେ ପରିବର୍ତ୍ତନ କରିବା ସହ ଖାଦ୍ୟପେୟ ଉପରେ ଧ୍ୟାନ ଦେବାକୁ ପଡ଼ିବ। ତେବେ ରୋଗ ପ୍ରତିରୋଧକ ଶକ୍ତିକୁ ମଜଭୁତ କରିବା ପାଇଁ କେଉଁଭଳି ଖାଦ୍ୟ ଖାଇବେ? କୋଭିଡ୍‌ରୁ ସୁସ୍ଥ ହେବା ପରେ କ’ଣ ଖାଇବେ? ଏନେଇ ଖାଦ୍ୟ ବିଶେଷଜ୍ଞ ନିହାରିକା ଦାଶଙ୍କଠାରୁ ଅଧିକ ଜାଣନ୍ତୁ।