ଆଖିର ଯତ୍ନ କିପରି ନେବେ? । Tips for healthy eyes in Odia | Dr Mihir Kumar Bal | Eye Care for All Ages

Dr Mihir Kumar Bal10 July 202113:4335K views

About this video

ଆଖି ମଣିଷ ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ତେଣୁ ଏହାର ଯତ୍ନ ନେବା ନିହାତି ଜରୁରୀ। ତେବେ ସବୁ ବୟସର ଲୋକଙ୍କଠାରେ କ’ଣ କ’ଣ ଆଖି ସମସ୍ୟା ଦେଖାଦିଏ ଓ ଏହାର ସମାଧାନ ଏବଂ ଯତ୍ନ କିପରି ନେବେ? ଏନେଇ ବିଶିଷ୍ଟ ଚକ୍ଷୁ ରୋଗ ବିଶେଷଜ୍ଞ ଡାକ୍ତର ମିହିର କୁମାର ବଳ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା।