ସର୍ଭାଇକାଲ କ୍ୟାନ୍‌ସର: ରୋକିବେ କିପରି? | Cervical Cancer in Odia | Dr Tapan Pattanaik

Dr Tapan Pattanaik26 January 20239:4615K views

About this video

ଜରାୟୁ କର୍କଟକୁ ନେଇ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ଜାନୁଆରି ମାସକୁ ସର୍ଭାଇକାଲ କ୍ୟାନ୍‌ସର ସଚେତନତା ମାସ ଭାବେ ପାଳନ କରାଯାଏ। ଭାରତରେ ମହିଳାମାନଙ୍କଠାରେ ଦେଖାଦେଉଥିବା ଦ୍ୱିତୀୟ ସର୍ବାଧିକ କର୍କଟ ରୋଗ ହେଉଛି ସର୍ଭାଇକାଲ କ୍ୟାନସର। ପ୍ରାଥମିକ ଅବସ୍ଥାରୁ ଏହାକୁ ଚିହ୍ନିପାରିଲେ ରୋଗରୁ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହୋଇପାରିବା। ତେବେ ମହିଳାଙ୍କୁ କାହିଁକି ହୁଏ ସର୍ଭାଇକାଲ କ୍ୟାନସର? ପ୍ରାଥମିକ ଅବସ୍ଥାରୁ ଏହାକୁ ଚିହ୍ନିବା କେମିତି? ଏନେଇ ବିଶିଷ୍ଟ ପ୍ରସୂତି ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ତପନ ପଟ୍ଟନାୟକ କ'ଣ କହୁଛନ୍ତି ଆସନ୍ତୁ ଜାଣିବା।