Basic Eye Care - Tips | Dr Sanghamitra Dash, Care Hospitals Bhubaneswar | କେମିତି ନେବେ ଆଖିର ଯତ୍ନ?
About this video
Dr Sanghamitra Dash, Senior Consultant Ophthalmologist, Care Hospitals Bhubaneswar advises on how to take care of our eyes, on this World Sight Day. SwashtyaPlus, the first health portal of Odisha brings stories and tips in text and video format on health, hygiene, nutrition and lifestyle. Connect with us at www.swashtya.plus ଆଜି ବିଶ୍ୱ ଦୃଷ୍ଟି ଦିବସ। ଆସନ୍ତୁ, ଭୁବନେଶ୍ୱରସ୍ଥିତ କେୟାର ହସ୍ପିଟାଲ୍ସ ବରିଷ୍ଠ ଚକ୍ଷୁ ରୋଗ ବିଶେଷଜ୍ଞ ଡାକ୍ତର ସଂଘମିତ୍ରା ଦାଶଙ୍କଠାରୁ ଶୁଣିବା ପିଲାଠୁ ବୁଢ଼ା ପର୍ଯ୍ୟନ୍ତ କେମିତି ନେବା ଆମ ଆଖିର ଯତ୍ନ। ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି! ସ୍ଵାସ୍ଥ୍ୟ ପ୍ଲସର ୟୁଟ୍ୟୁବ୍ ଚ୍ୟାନେଲ ସବ୍ସ୍କ୍ରାଇବ୍ କରନ୍ତୁ।