ସ୍ତନ କର୍କଟ – କାରଣ, ଲକ୍ଷଣ ଓ ଚିକିତ୍ସା | Dr Sanjib Kumar Mishra on Breast Cancer in Odia | Self-Exam
About this video
ମହିଳାଙ୍କଠାରେ ସବୁଠୁ ଅଧିକା ଦେଖାଯାଉଥିବା ରୋଗ ମଧ୍ୟରେ ସ୍ତନ କର୍କଟ ବା ବ୍ରେଷ୍ଟ୍ କ୍ୟାନସର ଅନ୍ୟତମ। ସ୍ତନର କୋଷିକାଗୁଡ଼ିକ ଅନିୟନ୍ତ୍ରିତ ବିଭାଜନ ହେଲେ ସେଠାରୁ ଏକ ନୂତନ କୋଷିକା ସୃଷ୍ଟି ହୋଇଥାଏ, ଯାହାକୁ କର୍କଟ କୋଷ ବା କ୍ୟାନସର ସେଲ୍ କୁହାଯାଏ। ପ୍ରାରମ୍ଭିକ ଅବସ୍ଥାରୁ ସ୍ତନ କର୍କଟ ଚିହ୍ନଟ ହେଲେ ଏହାର ଚିକିତ୍ସା ସମ୍ଭବ। ତେବେ ସ୍ତନ କର୍କଟ ହେବାର କାରଣ କ'ଣ? ପ୍ରାରମ୍ଭିକ ଅବସ୍ଥାରୁ ଏହାକୁ ଚିହ୍ନିବା କେମିତି? ଆସନ୍ତୁ ଜାଣିବା ଏନେଇ ବିଶିଷ୍ଟ ଅଙ୍କୋଲୋଜିଷ୍ଟ ଡାକ୍ତର ସଞ୍ଜୀବ କୁମାର ମିଶ୍ର କ'ଣ କହୁଛନ୍ତି,