ନବଜାତ ଶିଶୁର ସମ୍ପୂର୍ଣ୍ଣ ଯତ୍ନ – କେମିତି ନେବେ? | Dr Ranjit Kumar Joshi on Newborn Baby Care after Birth

Dr Ranjit Kumar Joshi25 October 202024:17720K views

About this video

ନବଜାତ ଶିଶୁର ଯତ୍ନ ଶିଶୁ ମା’ ପେଟରେ ଥିବା ଦିନଠାରୁ ଆରମ୍ଭ ହୋଇଥାଏ। ତେଣୁ ଶିଶୁ ଜନ୍ମ ହେବା ଯାଏଁ ମା’ର ଅଧିକ ଯତ୍ନ ନେବା ଦରକାର। ସୁଷମ ଖାଦ୍ୟଠାରୁ ଆରମ୍ଭ କରି ଟିକାକରଣ ସଠିକ ସମୟରେ କରିବା ଦରକାର। ପ୍ରସବ ସର୍ବଦା ସ୍ବାସ୍ଥ୍ୟକେନ୍ଦ୍ରରେ କରିବା ଉଚିତ। ପ୍ରସବ ପରେ ନବଜାତ ଶିଶୁର ଯତ୍ନ ସବୁଠୁ ଗୁରୁତ୍ୱପୂର୍ଣ୍ଣ। ତେବେ କେମିତି ନେବେ ନବଜାତ ଶିଶୁର ସମ୍ପୂର୍ଣ୍ଣ ଯତ୍ନ? ଆସନ୍ତୁ ଶିଶୁରୋଗ ବିଶେଷଜ୍ଞ ଡାକ୍ତର ରଞ୍ଜିତ କୁମାର ଜୋଶୀଙ୍କଠାରୁ ଏବିଷୟରେ ଜାଣିବା ସବିଶେଷ ତଥ୍ୟ।