ପାଟିରେ କର୍କଟ ରୋଗ କାହିଁକି ହୁଏ? | Dr Dibya Lochan Swain on Oral Cancer in Odia | Causes & Treatment
About this video
ମୁଖରେ ବା ପାଟି ଭିତରେ ଯେପରିକି ଜିଭ, ଜିଭ ତଳ, ତାଳୁ, ଦାନ୍ତ ମାଢ଼ି, ଗଳା ଆଦି ଜାଗାରେ କର୍କଟ ହେବାକୁ ମୁଖଗହ୍ୱର କର୍କଟ ବା ଓରାଲ କ୍ୟାନ୍ସର କୁହାଯାଏ। ହେଲେ କାହିଁକି ବଢୁଛି ମୁଖ ଗହ୍ୱର କର୍କଟ ରୋଗୀଙ୍କ ସଂଖ୍ୟା? ପାଟିରେ କର୍କଟ ହେବା କେତେ ମାରାତ୍ମକ? ଏନେଇ ବିଶଷ୍ଟ ଦନ୍ତରୋଗ ବିଶେଷଜ୍ଞ ଡାକ୍ତର ଦିବ୍ୟ ଲୋଚନ ସ୍ୱାଇଁଙ୍କଠାରୁ ଅଧିକ ଜାଣନ୍ତୁ।