ମହିଳାଙ୍କ ସ୍ୱାସ୍ଥ୍ୟର ସମ୍ପୂର୍ଣ୍ଣ ଯତ୍ନ | Know Women's Health on International Women's Day
Swasthya Plus Network8 March 202212:516.4K views
About this video
ମହିଳାଙ୍କ ପ୍ରତି ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ମାର୍ଚ୍ଚ ୮କୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଏ। ମହିଳାଙ୍କ ଅଧିକାର, ସମାଜରେ ସମାନତା ପାଇଁ ସଚେତନତା ସୃଷ୍ଟି କରିବା ହିଁ ଏହି ଦିବସର ମୂଳ ଉଦ୍ଦେଶ୍ୟ। ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆସନ୍ତୁ ମହିଳାଙ୍କ ସ୍ୱାସ୍ଥ୍ୟ ସମସ୍ୟା ଓ ଏହାର ସମାଧାନ ବିଷୟରେ ବିଶିଷ୍ଟ ଡାକ୍ତରଙ୍କମାନଙ୍କଠାରୁ ଜାଣିବା।