ହୃଦ୍‌ଘାତ: କାହିଁକି ହୁଏ? ରୋକିବେ କିପରି? | Heart Attack in Odia | Prevention | Dr Debashish Nayak

Dr Debashish Nayak13 February 202413:217.2K views

About this video

ହୃତପିଣ୍ଡ ଆମ ଶରୀରର ମୁଖ୍ୟ ଅଙ୍ଗ। ସମ୍ପୂର୍ଣ୍ଣ ଶରୀରରେ ରକ୍ତ ସଞ୍ଚାଳନ କରିବା ହୃତପିଣ୍ଡର ମୁଖ୍ୟ କାର୍ଯ୍ୟ। ଯଦି କୌଣସି କାରଣରୁ ହୃତପିଣ୍ଡରେ ସମସ୍ୟା ଦେଖାଯାଏ ଏବଂ ରକ୍ତ ସଞ୍ଚାଳନ ବାଧାପ୍ରାପ୍ତ ହୁଏ, ତେବେ ହାର୍ଟ ଆଟାକ୍ ହେବାର ଆଶଙ୍କା ବଢ଼ିଯାଏ। ଆସନ୍ତୁ ବିଶିଷ୍ଟ ହୃଦ୍‌ରୋଗ ବିଶେଷଜ୍ଞ ଡାକ୍ତର ଦେବାଶିଷ ନାୟକ କ’ଣ କହୁଛନ୍ତି, ଜାଣିବା।