ବ୍ଲଡ୍ ପ୍ରେସର: ବଢ଼ିଛି କି? | High Blood Pressure: How to manage? in Odia | Dr Pragyan Kumar Routray
About this video
ଉଚ୍ଚ ରକ୍ତଚାପକୁ ସାଇଲେଣ୍ଟ୍ କିଲର୍ କହିଲେ ଅତ୍ୟୁକ୍ତି ହେବ ନାହିଁ। କାହିଁକି ନା ଏହାର କୌଣସି ଲକ୍ଷଣ ଦେଖାଯାଇନଥାଏ କିନ୍ତୁ ବିଭିନ୍ନ ରୋଗର କାରଣ ସାଜିଥାଏ। ଉଚ୍ଚ ରକ୍ତଚାପ ହାର୍ଟ ଆଟାକଠାରୁ ଆରମ୍ଭ କରି ଫୁସଫୁସ, କିଡନି, ଲିଭର ଆଦି ବିଭିନ୍ନ ଅଙ୍ଗକୁ ପ୍ରଭାବିତ କରିଥାଏ। ତେବେ ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣ କରିବେ କେମିତି? ଆସନ୍ତୁ, ଭେଷଜ ରୋଗ ବିଶେଷଜ୍ଞ ଡାକ୍ତର ପ୍ରଜ୍ଞାନ କୁମାର ରାଉତରାୟଙ୍କଠାରୁ ଅଧିକ ଜାଣିବା।