କରୋନା- କେମିତି ବଢ଼ିବ ରୋଗ ପ୍ରତିରୋଧକ ଶକ୍ତି? | Dr Jyoti Ranjan Parida on How to Boost Immunity in Odia

Dr Jyoti Ranjan Parida27 April 20218:206.0K views

About this video

କୋଭିଡ୍ ବିପକ୍ଷରେ କେମିତି ବଢ଼ିବ ରୋଗ ପ୍ରତିରୋଧକ ଶକ୍ତି? ବିଶିଷ୍ଟ ଇମ୍ୟୁନୋଲଜିଷ୍ଟ ଡାକ୍ତର ଜ୍ୟୋତି ରଞ୍ଜନ ପରିଡ଼ା ଏନେଇ କ’ଣ କହୁଛନ୍ତି ଆସନ୍ତୁ ଜାଣିବା।