କାହିଁକି ହୁଏ ଯକ୍ଷ୍ମା ରୋଗ (ଟିବି)? | Dr Srikant Kumar Dhar on Tuberculosis (TB) in Odia
About this video
ଯକ୍ଷ୍ମା ଏକ ସଂକ୍ରାମକ ରୋଗ। ଯକ୍ଷ୍ମା କେବଳ ଫୁସ୍ଫୁସ୍କୁ ପ୍ରଭାବିତ କରେ ତାହା ନୁହେଁ, ଏହା ମସ୍ତିଷ୍କ, ହାଡ଼, ଗଣ୍ଠି, ଚର୍ମ ଭଳି ଅନ୍ୟ ଅଙ୍ଗକୁ ମଧ୍ୟ ପ୍ରଭାବିତ କରିପାରେ। ଯକ୍ଷ୍ମାର ଚିକିତ୍ସା ନ କଲେ ରୋଗୀ ମୃତ୍ୟୁମୁଖରେ ମଧ୍ୟ ପଡ଼ିପାରେ। ତେବେ ଯକ୍ଷ୍ମା ବା ଟିବି ରୋଗର କାରଣ କ’ଣ? ଏହାର ଲକ୍ଷଣ ଓ ଚିକିତ୍ସା ବିଷୟରେ ବିଶିଷ୍ଟ ଭେଷଜ ବିଶେଷଜ୍ଞ ଡାକ୍ତର ଶ୍ରୀକାନ୍ତ କୁମାର ଧର କ’ଣ କହୁଛନ୍ତି ଆସନ୍ତୁ ଜାଣିବା।