ଛୋଟ ପିଲାଙ୍କର ରୋଗ ପ୍ରତିରୋଧକ ଶକ୍ତି କେମିତି ବଢ଼ିବ? । Dr Madhusmita Das on Immunity in Children in Odia

Dr Madhusmita Das10 May 202110:53101K views

About this video

କୋଭିଡ୍‌ର ଦ୍ୱିତୀୟ ଲହର ଦିନକୁ ଦିନ ବଢ଼ିବାରେ ଲାଗିଛି। ପୂର୍ବାପେକ୍ଷା ଏଥର ଛୋଟ ପିଲାମାନେ ବି ସଂକ୍ରମିତ ହେଉଛନ୍ତି। ଏଭଳି ପରିସ୍ଥିତିରେ ପିଲାଙ୍କର ରୋଗ ପ୍ରତିରୋଧକ ଶକ୍ତିକୁ ମଜଭୁତ ରଖିବା ନିହାତି ଜରୁରୀ। କେମିତି ବଢ଼ାଇବେ ଛୋଟ ପିଲାଙ୍କର ରୋଗ ପ୍ରତିରୋଧକ ଶକ୍ତି? ଏନେଇ ପୁଷ୍ଟିକର ବିଶେଷଜ୍ଞ ଡାକ୍ତର ମଧୁସ୍ମିତା ଦାସ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା।