ଘୁଙ୍ଗୁଡ଼ି ହୋଇପାରେ ହାର୍ଟ ଆଟାକର କାରଣ | Does Snoring Cause Heart Attack? | Dr Diptiman Baliarsingh

Dr Diptiman Baliarsingh7 May 202220:2611K views

About this video

ଛୋଟ ପିଲାଠୁ ଆରମ୍ଭ କରି ବୟସ୍କ ଯାଏଁ ସମସ୍ତେ ଘୁଙ୍ଗୁଡ଼ି ସମସ୍ୟାର ଶିକାର ହୁଅନ୍ତି। ତେବେ କାହିଁକି ଘୁଙ୍ଗୁଡ଼ି ହୁଏ? ଆସନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ ବିଷୟରେ ବିଶିଷ୍ଟ କର୍ଣ୍ଣ ନାଶା ଗଳା ବିଭାଗର ଡାକ୍ତର ଡାକ୍ତର ଦିପ୍ତିମାନ ବଳିଆରସିଂ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା।