ହୃଦୟକୁ ସୁସ୍ଥ ରଖିବେ କେମିତି? | Dr Mahendra Prasad Tripathy on How to Keep your Heart Healthy in Odia

Dr Mahendra Prasad Tripathy29 September 202017:4758K views

About this video

ବିଶ୍ଵ ହୃଦୟ ଦିବସ (ୱାର୍ଲ୍ଡ ହାର୍ଟ ଡେ')। ସୁସ୍ଥ ଜୀବନଶୈଳୀ, ସୁସ୍ଥ ହୃଦୟ ସହ ଏକ ସୁସ୍ଥ ସମାଜ ଗଠନ ପାଇଁ ପ୍ରତିବର୍ଷ ସେପ୍ଟେମ୍ବର ୨୯ ତାରିଖକୁ ବିଶ୍ଵ ହୃଦୟ ଦିବସ ଭାବେ ପାଳନ କରାଯାଏ। ବର୍ତ୍ତମାନ ସମୟରେ ଆଧୁନିକ ଜୀବନଶୈଳୀ ଅନେକ ରୋଗର କାରଣ ପାଲଟିଛି । ତା'ମଧ୍ୟରୁ ସବୁଠାରୁ ବଡ଼ ରୋଗ ହେଉଛି ହୃଦରୋଗ । ହୃତ୍‌ପିଣ୍ଡ ଆମ ଶରୀରର ମୁଖ୍ୟ ଅଙ୍ଗ । ହୃତପିଣ୍ଡ ସଠିକ ଭାବେ କାର୍ଯ୍ୟ ନକଲେ ପୁରା ଶରୀରରେ ସମସ୍ୟା ଦେଖାଯାଇଥାଏ । ତେଣୁ ହାର୍ଟକୁ ସୁସ୍ଥ ରଖିବା ନିହାତି ଦରକାର । ତେବେ ଆପଣଙ୍କ ହାର୍ଟ ସୁସ୍ଥ ନା ଅସୁସ୍ଥ, କେମିତି ଜାଣିବେ? କେମିତି ରଖିବେ ନିଜ ହାର୍ଟକୁ ସୁସ୍ଥ? ଏନେଇ ବିଶିଷ୍ଟ ହୃଦରୋଗ ବିଶେଷଜ୍ଞ ଡାକ୍ତର ମହେନ୍ଦ୍ର ପ୍ରସାଦ ତ୍ରିପାଠୀ କ'ଣ କହୁଛନ୍ତି ଆସନ୍ତୁ ଜାଣିବା ।