କୋଲେଷ୍ଟ୍ରୋଲ କଣ୍ଟ୍ରୋଲ କରିବାର ଉପାୟ? | How to Control High Cholesterol? in Odia | Dr Sudhir Patnaik
About this video
ରକ୍ତରେ ଖରାପ କୋଲେଷ୍ଟ୍ରୋଲର ମାତ୍ରା ବଢ଼ିଗଲେ ତାହାକୁଉଚ୍ଚ କୋଲେଷ୍ଟ୍ରୋଲ କୁହାଯାଏ। ଉଚ୍ଚ କୋଲେଷ୍ଟ୍ରୋଲକୁ ନିୟନ୍ତ୍ରଣ କରିବା ଜରୁରୀ କାରଣ ଏହା ହୃଦ୍ ରୋଗ ଏବଂ ଷ୍ଟ୍ରୋକ୍ ଭଳି ଆଶଙ୍କାକୁ ବଢ଼ାଇଥାଏ। ଉଚ୍ଚ କୋଲେଷ୍ଟ୍ରୋଲକୁ କିପରି ନିୟନ୍ତ୍ରଣ କରିବେ? ଆସନ୍ତୁ ଜାଣିବା ବିଶିଷ୍ଟ ଭେଷଜ ବିଶେଷଜ୍ଞ ଡାକ୍ତର ସୁଧୀର ପଟ୍ଟନାୟକଙ୍କଠାରୁ।