ଦାନ୍ତ ହଳଦିଆ କାହିଁକି ପଡ଼େ? । Dr Pritish Patnaik on Common Dental Myths in Odia
About this video
ଦାନ୍ତକୁ ନେଇ ଅନେକଙ୍କ ମଧ୍ୟରେ ଅନେକ ଭୁଲ ଧାରଣା ରହିଛି, ଯେପରିକି ଦାନ୍ତକୁ ମାଡ଼ି ମାଡ଼ି ଘଷିଲେ ଦାନ୍ତ ସଫା ହୁଏ, ଦାନ୍ତ ହଳଦିଆ ପଡ଼ିଯିବା ଖରାପ। ଏସମସ୍ତ ବିଷୟରେ ଆଲୋଚନା କରିଛନ୍ତି ଓରାଲ ଓ ମାକ୍ସିଲୋଫେସିଆଲ ସର୍ଜନ ଡାକ୍ତର ପ୍ରିତିଶ୍ ପଟ୍ଟନାୟକ। ଆସନ୍ତୁ ଜାଣିବା