ଚକ୍ଷୁଦାନ କିଏ କରିପାରିବେ? | Eye Donation in Odia | Dr Sujata Das

Dr Sujata Das26 August 20223:361.5K views

About this video

ଆପଣଙ୍କର ସ୍ୱାସ୍ଥ୍ୟ ସମ୍ୱନ୍ଧୀୟ ପ୍ରଶ୍ନ କମେଣ୍ଟରେ ଆମକୁ ପଚାରନ୍ତୁ। ଆମେ ଏହାର ଉତ୍ତର ଭିଡିଓ ମାଧ୍ୟମରେ ପ୍ରସ୍ତୁତ କରିବାକୁ ଚେଷ୍ଟା କରିବୁ। ଚକ୍ଷୁ ଦାନ ମହତ ଦାନ। ଜଣେ ବ୍ୟକ୍ତି ଚକ୍ଷୁ ଦାନ କଲେ ୨ଜଣ ବ୍ୟକ୍ତି ସ୍ଵଚ୍ଛପଟଳ ଜନିତ ଅନ୍ଧତ୍ୱରୁ ରକ୍ଷା ପାଇପାରିବେ ଏବଂ ଦୁନିଆକୁ ଦେଖିପାରିବେ। ତେଣୁ ଚକ୍ଷୁଦାନ ନିହାତି ଦରକାର। ତେବେ କେମିତି କରିବା ଚକ୍ଷୁଦାନ? ଆସନ୍ତୁ ଏ ବିଷୟରେ ଚକ୍ଷୁରୋଗ ବିଶେଷଜ୍ଞ ଡାକ୍ତର ସୁଜାତା ଦାସଙ୍କଠାରୁ ଅଧିକ ଜାଣିବା। Donating our eyes is a noble pursuit that can help people regain their sight. How can you donate your eye? Let's know more from Dr Sujata Das, an Ophthalmologist.