କଣ୍ଟ୍ରୋଲରେ ରହିବ କୋଲେଷ୍ଟ୍ରୋଲ | How to Control Cholesterol in Odia | Dr Binaya Bhusan Binakar
About this video
ଅତ୍ୟଧିକ ଚର୍ବିଜାତୀୟ ତଥା ତେଲମସଲା ଖାଦ୍ୟ ଖାଇବା ଫଳରେ ଆମ ଶରୀରରେ କୋଲେଷ୍ଟ୍ରୋଲର ମାତ୍ରା ବଢ଼ିଯାଇଥାଏ। ଯଦି ଶରୀରରେ କୋଲେଷ୍ଟ୍ରୋଲର ମାତ୍ରାକୁ ନିୟନ୍ତ୍ରଣ କରିବେ ନାହିଁ, ତେବେ ଏହା ଡାଏବେଟିସ୍, ଉଚ୍ଚ ରକ୍ତଚାପ ଭଳି ବିଭିନ୍ନ ଦୂରାରୋଗ୍ୟ ରୋଗ ସୃଷ୍ଟି କରିପାରେ। ତାହେଲେ କେମିତି କୋଲେଷ୍ଟ୍ରୋଲକୁ ନିୟନ୍ତ୍ରଣ କରିବେ? ବିଶିଷ୍ଟ ହୃଦରୋଗ ବିଶେଷଜ୍ଞ ଡାକ୍ତର ବିନୟ ଭୂଷଣ ବିଣାକରଙ୍କଠାରୁ ଆସନ୍ତୁ ଜାଣିବା।