ଆଣ୍ଠୁଗଣ୍ଠି ବ୍ୟଥାର କାରଣ ଓ ଚିକିତ୍ସା | Dr Smarajit Patnaik on Joint Pain Causes & treatment in Odia

Dr Smarajit Patnaik30 June 202017:28396K views

About this video

ବୟସ ବଢ଼ିବା ସହ ଲୋକମାନଙ୍କଠାରେ ଆଣ୍ଠୁଗଣ୍ଠି ସମସ୍ୟା ଦେଖାଦେଇଥାଏ। ଆଣ୍ଠୁ ଓ ଗଣ୍ଠିରେ ଯନ୍ତ୍ରଣା ହେବା ସହିତ ଠିଆ ହେଲେ ବା ଚାଲିଲେ ଥକ୍କା ଲାଗିଥାଏ। ତେବେ ଏହି ଭଳି ସମସ୍ୟା ଦେଖାଦେଲେ ଡାକ୍ତରଙ୍କୁ ପରାମର୍ଶ କରିବା ନିତ୍ୟାନ୍ତ ଜରୁରୀ। ଏନେଇ ଡାକ୍ତର ସ୍ମରଜିତ ପଟ୍ଟନାୟକ କ'ଣ କହୁଛନ୍ତି ଆସନ୍ତୁ ଜାଣିବା।