ଅର୍ଶ – କେମିତି ଭଲ ହେବ? | Treatment of Piles in Odia (Haemorrhoids) | Dr Biswajit Mohapatra

Dr Biswajit Mohapatra2 December 202112:12509K views

About this video

ଅର୍ଶ ହେଉଛି ମଳାଶୟ ଓ ମଳଦ୍ୱାରଜନିତ ରୋଗ। କେତେକ ବ୍ୟକ୍ତିଙ୍କର ମଳତ୍ୟାଗ ସମୟରେ ବା ପରେ ମଳଦ୍ୱାରରୁ ରକ୍ତ ନିର୍ଗତ ହୋଇଥାଏ। ଏହା ସହିତ ମଳତ୍ୟାଗ ସମୟରେ ପ୍ରବଳ କଷ୍ଟ ମଧ୍ୟ ହୁଏ। ଏହାକୁ ଅର୍ଶ କୁହାଯାଇଥାଏ। ତେବେ ଅର୍ଶ କାହିଁକି ହୋଇଥାଏ ଏହାର ଲକ୍ଷଣ ଓ ଚିକିତ୍ସା ବିଷୟରେ କ’ଣ କହୁଛନ୍ତି ବିଶିଷ୍ଟ ଲାପାରୋସ୍କୋପିକ୍‌ ସର୍ଜନ ଡାକ୍ତର ବିଶ୍ୱଜିତ ମହାପାତ୍ର, ଆସନ୍ତୁ ଜାଣିବା।