ଫ୍ୟାଟି ଲିଭର: କେମିତି ରୋକିବେ? | Fatty Liver: Treatments & Prevention in Odia | Dr Sushant Kumar Sethi

Dr Sushant Kumar Sethi7 March 20235:3713K views

About this video

ଲିଭର ବା ଯକୃତ ଆମ ଶରୀରର ଏକ ଅବିଚ୍ଛେଦ ଅଙ୍ଗ। ଖାଦ୍ୟ ହଜମ ହେବାଠାରୁ ଆରମ୍ଭ କରି ଖାଦ୍ୟରେ ଥିବା ବିଷାକ୍ତ ପଦାର୍ଥକୁ ବିଶୁଦ୍ଧ କରିବା, ଲିଭରର ମୁଖ୍ୟ କାର୍ଯ୍ୟ। ଏହା ଛଡ଼ା ଆମ ଶରୀରରେ ରକ୍ତ ତିଆରି ହେବାରେ ମଧ୍ୟ ଯକୃତ ସାହାଯ୍ୟ କରିଥାଏ। କୌଣସି କାରଣରୁ ଯକୃତର କୋଷଗୁଡ଼ିକରେ ଚର୍ବି ଜମାଟ ବାନ୍ଧିଲେ, ଏହା ସଠିକ୍ ଭାବେ କାର୍ଯ୍ୟ କରିପାରେ ନାହିଁ। ଏହି ସମସ୍ୟା ବା ରୋଗକୁ ଫ୍ୟାଟି ଲିଭର କୁହାଯାଏ। ଆସନ୍ତୁ ବିଶିଷ୍ଟ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜିଷ୍ଟ ଡାକ୍ତର ସୁଶାନ୍ତ କୁମାର ସେଠୀଙ୍କଠାରୁ ଏହି ସମସ୍ୟାବିଷୟରେ ଅଧିକ ଜାଣିବା।