ଡାଏବେଟିସ୍‌ କେମିତି କରିବେ ନିୟନ୍ତ୍ରଣ? | How to Control Diabetes? in Odia | Prof Dr Srikant Kumar Dhar

Dr Srikant Kumar Dhar23 March 202215:4910K views

About this video

ଡାଏବେଟିସ୍ ଅନେକ ରୋଗକୁ ଆମନ୍ତ୍ରଣ କରିଥାଏ। ଡାଏବେଟିସ୍ ଯୋଗୁଁ ଉଚ୍ଚ ରକ୍ତଚାପ, ହାର୍ଟ ଆଟାକ ମଧ୍ୟ ହୋଇପାରେ। ତେବେ ଡାଏବେଟିସକୁ ସମ୍ପୂର୍ଣ୍ଣ ଭାବେ ଭଲ କରି ହେବନି ସିନା ହେଲେ ଏହାକୁ ନିୟନ୍ତ୍ରଣରେ ରଖି ବିଭିନ୍ନ ଦୂରାରୋଗ୍ୟ ରୋଗରୁ ରକ୍ଷା ପାଇ ପାରିବା। ଆସନ୍ତୁ ବିଶିଷ୍ଟ ଭେଷଜ ବିଶେଷଜ୍ଞ ଡାକ୍ତର ଶ୍ରୀକାନ୍ତ କୁମାର ଧରଙ୍କଠାରୁ ଡାଏବେଟିସର କାରଣ, ଲକ୍ଷଣ, ପରୀକ୍ଷଣ ଏବଂ ଚିକିତ୍ସା ବିଷୟରେ ସବିଶେଷ ତଥ୍ୟ ଜାଣିବା।