ହାର୍ଟ ଆଟାକ୍ – ଜାଣନ୍ତୁ, କେମିତି ଚିହ୍ନିବେ? | Dr Mahendra Prasad Tripathy on Heart Attack | Treatment

Dr Mahendra Prasad Tripathy5 November 202010:07382K views

About this video

ହୃତପିଣ୍ଡ ଆମ ଶରୀରର ମୁଖ୍ୟ ଅଙ୍ଗ। ସମ୍ପୂର୍ଣ୍ଣ ଶରୀରରେ ରକ୍ତ ସଞ୍ଚାଳନ କରିବା ହୃତପିଣ୍ଡର ମୁଖ୍ୟ କାର୍ଯ୍ୟ। ଯଦି କୌଣସି କାରଣରୁ ହୃତପିଣ୍ଡରେ ସମସ୍ୟା ଦେଖାଯାଏ ଏବଂ ରକ୍ତ ସଞ୍ଚାଳନ ବାଧାପ୍ରାପ୍ତ ହୁଏ, ତେବେ ହାର୍ଟ ଆଟାକ୍ ହେବାର ଆଶଙ୍କା ରହିଛି। ହେଲେ ହାର୍ଟ ଆଟାକ୍ ଠିକ୍ ସମୟରେ ଜାଣି ପାରିଲେ ସିନା ଏହାର ଚିକିତ୍ସା କରିବେ। ନଚେତ ହାର୍ଟ ଆଟାକ୍ ଯୋଗୁଁ ଜୀବନ ଯିବାର ମଧ୍ୟ ଆଶଙ୍କା ରହିଛି। କାହିଁକି ହୁଏ ହାର୍ଟ ଆଟାକ୍? ଏହାକୁ ଚିହ୍ନିବେ କେମିତି? ବରିଷ୍ଠ ହୃଦରୋଗ ବିଶେଷଜ୍ଞ ଡାକ୍ତର ମହେନ୍ଦ୍ର ପ୍ରସାଦ ତ୍ରିପାଠିଙ୍କଠାରୁ ଆସନ୍ତୁ ଏବିଷୟରେ ଜାଣିବା।