ଘୁଙ୍ଗୁଡ଼ି ସମସ୍ୟାରୁ କେମିତି ପାଇବେ ମୁକ୍ତି? | Dr Damodar Bindhani on Snoring in Odia | Sleep Apnea

Dr Damodar Bindhani2 March 202122:50707K views

About this video

ଛୋଟ ପିଲାଠୁ ଆରମ୍ଭ କରି ବୟସ୍କ ଯାଏଁ ସମସ୍ତେ ଘୁଙ୍ଗୁଡ଼ି ସମସ୍ୟାର ଶିକାର ହୁଅନ୍ତି। ତେବେ କାହିଁକି ଘୁଙ୍ଗୁଡ଼ି ହୁଏ? ଆସନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ ବିଷୟରେ ବରିଷ୍ଠ ଶ୍ୱାସ ଏବଂ ନିଦ୍ରାରୋଗ ବିଶେଷଜ୍ଞ ଡାକ୍ତର ଦାମୋଦର ବିନ୍ଧାଣିଙ୍କଠାରୁ ଅଧିକ ଜାଣିବା।