ଡାଏବେଟିସ୍ ନିୟନ୍ତ୍ରଣ ପାଇଁ ୪ ଫର୍ମୁଲା | Dr Sambit Das on How to Control Diabetes in Odia | 4 Formula
About this video
ବର୍ତ୍ତମାନ ସମୟରେ ଡାଏବେଟିସ୍ ଏକ ଜଟିଳ ସମସ୍ୟା। ଭାରତରେ ପ୍ରତି ୬ ଜଣଙ୍କ ମଧ୍ୟରେ ଜଣେ ବ୍ୟକ୍ତି ଡାଏବେଟିସ୍ ରୋଗରେ ପୀଡ଼ିତ ହେଉଛନ୍ତି। ତେଣୁ ଏହାକୁ ନିୟନ୍ତ୍ରଣ କରିବା ଅତ୍ୟନ୍ତ ଆବଶ୍ୟକ। ଡାଏବେଟିସକୁ ନିୟନ୍ତ୍ରଣ କରିବା ପାଇଁ ବିଶିଷ୍ଟ ମଧୁମେହ ରୋଗ ବିଶେଷଜ୍ଞ ଡାକ୍ତର ସମ୍ବିତ ଦାସଙ୍କଠାରୁ ଆସନ୍ତୁ ଜାଣିବା ୪ଟି ଫର୍ମୁଲ।