ହାର୍ଟକୁ ସୁସ୍ଥ ରଖିବା ପାଇଁ ଡାଏଟ୍ | Diet for Healthy Heart in Odia | Dr Subhasis Mishra
About this video
ହୃତ୍ପିଣ୍ଡ ଆମ ଶରୀରର ଏକ ମୁଖ୍ୟ ଅଙ୍ଗ। ହୃତପିଣ୍ଡ ସଠିକ ଭାବେ କାର୍ଯ୍ୟ ନକଲେ ପୁରା ଶରୀରରେ ସମସ୍ୟା ଦେଖାଯାଇଥାଏ। ତେଣୁ ହାର୍ଟକୁ ସୁସ୍ଥ ରଖିବା ନିହାତି ଦରକାର। ତେବେ ଆପଣଙ୍କ ହାର୍ଟ ସୁସ୍ଥ ନା ଅସୁସ୍ଥ, କେମିତି ଜାଣିବେ? ନିଜ ହାର୍ଟକୁ କେମିତି ରଖିବେ ସୁସ୍ଥ? ସୁସ୍ଥ ହାର୍ଟ ପାଇଁ ଖାଦ୍ୟପେୟ ଓ ଜୀବନଶୈଳୀ କେମିତି ହେବା ଦରାକର? ବିଶିଷ୍ଟ ହୃଦରୋଗ ବିଶେଷଜ୍ଞ ଡାକ୍ତର ସୁବାଶିଷ ମିଶ୍ରଙ୍କଠାରୁ ଆସନ୍ତୁ ଏବିଷୟରେ ଜାଣିବା।