ପିରିୟଡସ ବେଳେ କେମିତି ରହିବେ ସଫାସୁତରା? | Dr Lipika Moharana on Menstrual Hygiene in Odia | Periods
About this video
ପିରିୟଡସ ବା ଋତୁସ୍ରାବ ବେଳେ ସଫାସୁତରା ରହିବା ନିହାତି ଦରକାର। ନଚେତ ଏହା ବିଭିନ୍ନ ରୋଗ ଓ ସଂକ୍ରମଣକୁ ଡାକେ। ଏନେଇ ପ୍ରତ୍ୟେକ ମହିଳାଙ୍କୁ ସଚେତନ ହେବା ଦରକାର। ତେବେ, ପରିୟଡସ ବେଳେ କେମିତି ସ୍ୱଚ୍ଛତା ଓ ପରିଚ୍ଛନ୍ନତା ବଜାୟ ରଖିବେ? ବିଶିଷ୍ଟ ସ୍ତ୍ରୀ ଓ ପ୍ରସୂତୀ ରୋଗ ବିଶେଷଜ୍ଞ ଡାକ୍ତର ଲିପିକା ମହାରଣା ଏନେଇ କ’ଣ କହୁଛନ୍ତି ଆସନ୍ତୁ ଜାଣିବା।