ଡାଏବେଟିସ୍: ଲକ୍ଷଣ, ଚିକିତ୍ସା, ଲାଇଫ୍ଷ୍ଟାଇଲ୍ | How to Control Diabetes? in Odia | Diabetes 360
Swasthya Plus Network19 April 202542:053.8K views
About this video
ଡାଏବେଟିସ୍ ବା ମଧୁମେହ ଆଜି ଏକ ବିଶ୍ୱ ସ୍ୱାସ୍ଥ୍ୟ ସମସ୍ୟା ଭାବେ ଉଭା ହୋଇଛି। ଘରେ ଘରେ ଡାଏବେଟିସ୍ ରୋଗୀ। ଏହି ରୋଗକୁ କେବଳ ଔଷଧ ଖାଇ ନିୟନ୍ତ୍ରଣ କରିବା ସମ୍ଭବପର ନୁହେଁ। ଏହାକୁ କାବୁ କରିବାର ସବୁଠାରୁ ବଡ଼ ଉପାୟ ହେଉଛି ସ୍ୱାସ୍ଥ୍ୟକର ଜୀବନଶୈଳୀକୁ ଆପଣେଇବା। ଆସନ୍ତୁ, ଏହି ଭିଡିଓ ମାଧ୍ୟମରେ ଜାଣିବା ଡାଏବେଟିସ୍ ବିଷୟରେ ଆପଣଙ୍କ ମନରେ ଥିବା ସମସ୍ତ ପ୍ରଶ୍ନ ଓ ଏହାର ଉତ୍ତର।