ନବଜାତ ଶିଶୁର ଯତ୍ନ: କେମିତି ନେବେ? | Newborn Care: All you need to Know, Odia | Dr Satya Ranjan Mallick

Dr Satya Ranjan Mallick20 December 20255:392.4K views

About this video

ନବଜାତ ଶିଶୁର ଯତ୍ନ ଶିଶୁ ମା’ ପେଟରେ ଥିବା ଦିନଠାରୁ ଆରମ୍ଭ ହୋଇଥାଏ। ତେଣୁ ଶିଶୁ ଜନ୍ମ ହେବା ଯାଏଁ ମା’ର ଅଧିକ ଯତ୍ନ ନେବା ଦରକାର। ସୁଷମ ଖାଦ୍ୟଠାରୁ ଆରମ୍ଭ କରି ଟିକାକରଣ ସଠିକ ସମୟରେ କରିବା ଦରକାର। ପ୍ରସବ ସର୍ବଦା ସ୍ୱାସ୍ଥ୍ୟକେନ୍ଦ୍ରରେ କରିବା ଉଚିତ। ଆସନ୍ତୁ ଶିଶୁରୋଗ ବିଶେଷଜ୍ଞ ଡାକ୍ତର ସତ୍ୟ ରଞ୍ଜନ ମଲ୍ଲିକଙ୍କଠାରୁ ଏବିଷୟରେ ଜାଣିବା ସବିଶେଷ ତଥ୍ୟ।