ଫୁସଫୁସ୍ କର୍କଟ: କାରଣ, ଲକ୍ଷଣ ଓ ଚିକିତ୍ସା | Dr. Deepak Kumar Das - Lung Cancer Symptoms & Treatment Odia
About this video
ଆମର ଫୁସଫୁସରେ କୋଷିକାଗୁଡ଼ିକ ଅନିୟନ୍ତ୍ରିତ ଭାବେ ବଢ଼ିଚାଲିଲେ ତାହା ଏକ ଟ୍ୟୁମରର ରୂପ ନେଇଥାଏ। ସେହି ଟ୍ୟୁମର ପରବର୍ତ୍ତୀ ସମୟରେ କର୍କଟର କାରଣ ପାଲଟେ। ତେବେ କାହିଁକି ହୁଏ ଫୁସଫୁସ୍ କର୍କଟ? ଏହାର ଲକ୍ଷଣ ଓ ଚିକିତ୍ସା ବିଷୟରେ ଡାକ୍ତର ଦୀପକ କୁମାର ଦାସ କ'ଣ କହୁଛନ୍ତି ଆସନ୍ତୁ ଜାଣିବା।